BJP Holds Key Meeting: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବୈଠକ, ବିଧାୟକ ନେବେ ଟ୍ରେନିଂ
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ପ୍ରଥମେ ଏସଆଇଆର ପ୍ରସଙ୍ଗରେ ହେବ ବୈଠକ। ରାଜ୍ୟ ବିଜେପି ବିଧାୟକ ମାନେ ରହିବେ।
otvkhabar.in